Public App Logo
Jansamasya
News
Bjp
National
Bihar
India
कांग्रेस
Uttar_pradesh
विधायक
Congress
Modi
Delhi
Viral
Crime
शिक्षा
Up
दिल्ली
Breakingnews
महिला
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
स्कूल
Haryana
Uttarpradesh
Cbse
Lucknow
No video available

ନିମାପଡା: ଭୋଦର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ

Nimapada, Puri | Nov 30, 2024
ଆଜି ମଧ୍ୟାହ୍ନ ୧୨ଟାରେ ଭୋଦର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପାର୍ବତୀ ଗାଙ୍ଗୁଲିଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଚାରିଛକ ନିଗମା ନନ୍ଦ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଗୋପୀନାଥ କର ମୁଖ୍ୟ ଅତିଥି, ପୂର୍ବତନ ଅତିରିକ୍ତ ମଣ୍ଡଳ ଶିକ୍ଷାଧିକାରୀ ସୀମାନ୍ତ ଶେଖର ରଥ, ପୂର୍ବତନ ପ୍ରଧାନ ଶିକ୍ଷକ ଗଙ୍ଗାଧର ପତି, କ୍ଲଷ୍ଟର ସଂଯୋଜକ ସୁଶାନ୍ତ କୁମାର ମୁଦୁଲି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଦାୟୀ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ଗାଙ୍ଗୁଲିଙ୍କ ଉପରେ ମତବ୍ୟକ୍ତ କରିଥିଲେ।