ବୀରମିତ୍ରପୁର: ନୂଆଗାଁ ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟର ପଞ୍ଚାୟତ ସମିତି ସରକାରୀ ଉଚ୍ଚ ବିଦ୍ୟାଳୟ,ନୂଆଗାଁରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ
ନୂଆଗାଁ ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଅନ୍ତର୍ଗତ ପଞ୍ଚାୟତ ସମିତି ସରକାରୀ ଉଚ୍ଚ ବିଦ୍ୟାଳୟ, ନୂଆଗାଁ ପରିସରରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ୨୦୨୫ ଅନୁଷ୍ଠିତ ହୋଇଯାଇଛି।ଏଥିରେ ବୀରମିତ୍ରପୁର ବିଧାୟକ ରୋହିତ ଯୋସେଫ ତିର୍କୀ,ବ୍ଲକ ଚେୟାରମେନ ବିଶ୍ବାସୀ ଟପ୍ନୋ, ନୂଆଗାଁ ବିଡ଼ିଓ ଜ୍ୟୋତି ବିକାଶ ଦାଶ,ନୂଆଗାଁ ଗ୍ରାମପଞ୍ଚାୟତ ସରପଞ୍ଚ ମାମିକ୍ ମାଇକେଲ ମିଞ୍ଜ,ନୂଆଗାଁ ଜିଲ୍ଲା ପରିଷଦ ସଭ୍ୟା 'କ' ଜ୍ୟୋତି ଦଳରସା ଟେଟେ ପ୍ରମୁଖ ଉପସ୍ଥିତ