ରେମୁଣା: ରେମୁଣା ଜୁନିଅର କଲେଜ: ଛାତ୍ର ସଂସଦ ସଦସ୍ୟଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ
ରେମୁଣା ଜୁନିଅର କଲେଜର ନବ ନିର୍ବାଚିତ ଛାତ୍ର ସଂସଦର ସଦସ୍ୟମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ। କଲେଜର ବିକାଶ ଓ ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଦିଗରେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ବିଧାୟକ ପରାମର୍ଶ ଦେଇଛନ୍ତି।