Public App Logo
Jansamasya
News
Bjp
National
Police
Bihar
बिहार
कांग्रेस
भाजपा
Congress
Modi
Delhi
Viral
Jharkhand
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Uttarakhand
Sambalpur
Crimenews
Karnataka
Aap
Kota

ପାଟଣାଗଡ: ସ୍ଥାନୀୟ ବ୍ଳକ ସମ୍ମିଳନୀ କକ୍ଷରେ ଜୈବିକ ଓ ଅଜୈବିକ ସମ୍ବଳ ପରିଚାଲନା କର୍ମ ଶାଳା ଅନୁଷ୍ଠିତ

Patnagarh, Balangir | Feb 18, 2026
ପାଟଣାଗଡ଼ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲା ଜଳ ଓ ପରିମଳ ବିଭାଗ ଓ ବ୍ଲକ ପ୍ରଶାସନର ମିଳିତ ସହଯୋଗ ରେ ଜୈବିକ ଓ ଅଜୈବିକ ସମ୍ବଳ ପରିଚାଳନା ସମ୍ବନ୍ଦିତ ଏକ କର୍ମଶାଳା ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ପାଟଣାଗଡ଼ ବିଡ଼ିଓ ଙ୍କ ଅଧକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଜୈବିକ ଓ ଅଜୈବିକ ସମ୍ବଳ  ପରିଚାଳନା ସମ୍ବନ୍ଧିତ ବିଭିନ୍ନ ଦିଗଉପରେ ଜିଲ୍ଲାରୁ ଆସିଥିବା ପ୍ରଶିକ୍ଷକ ମାନେ ପ୍ରଶିକ୍ଷଣ ଦେଇଥିଲେ।ଏହି କାର୍ଯ୍ୟକ୍ରମ ରେସମସ୍ତ ନିର୍ବାଚିତ ପ୍ରତିନିଧି ଏବଂ ବ୍ଲକ କର୍ମଚାରୀ ଯୋଗ ଦେଇଥିଲେ