Public App Logo
Jansamasya
National
Fidfimpact
South_delhi
Pmmsy
Haryana
Matsyasampadasesamriddhi
���ीएसटी
Cybersecurityawareness
Nextgengst
Happydiwali
Diwali2025
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
Worldenvironmentday
Beattheheat

କୋରେଇ: ଯାଜପୁର ଟାଉନ ସ୍ଥିତ ମିଶନ ଶକ୍ତି ସଭା ଗୃହରେ ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ଉପଲକ୍ଷେ ଶ୍ରୀଅନ୍ନ ଓ ବିସ୍ମୃତ ଖାଦ୍ୟ ମେଳା ଅନୁଷ୍ଠିତ

Korai, Jajpur | Nov 7, 2025
ଯାଜପୁର ଟାଉନ ସ୍ଥିତ ମିଶନ ଶକ୍ତି ସଭା ଗୃହରେ ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ଉପଲକ୍ଷେ ଶ୍ରୀଅନ୍ନ ଓ ବିସ୍ମୃତ ଖାଦ୍ୟ ମେଳା ଅନୁଷ୍ଠିତ ହେଇଯାଇଛି l ଆଜି ଅତିରିକ୍ତ ଜିଲ୍ଲାପାଳ ଶିବାନନ୍ଦ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ମାଣ୍ଡିଆ ଦିବସ ପାଳିତ ହେଇଯାଇଛି l ଓଡିଶାରେ ପୃଷ୍ଟିଶସ୍ୟର ମହତ୍ତ୍ୱ ଉପରେ ଆଲୋଚନା କରିଥିଲେ l ଏହି ଉପଲକ୍ଷେ ଜିଲ୍ଲା ପ୍ରଶାସନ ପକ୍ଷରୁଖାଦ୍ୟ ଶ୍ରୀଅନ୍ନ ଓ ବିସ୍ମୃତ ଖାଦ୍ୟ ମେଳା ର ଆୟୋଜନ କରାଯାଇଥିଲା l ଅନ୍ୟତମ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନଳିନୀପ୍ରଭା ଜେନା ଯୋଗଦେଇ ଜିଲ୍ଲାରେ କିଭଳି ମାଣ୍ଡିଆ ଚାଷର ବୃଦ୍ଧି ହେବ ଆଲୋଚନା କରିଥିଲେ l

MORE NEWS