ରାୟଗଡା: ରାୟଗଡ଼ାରେ ନିଶାମୁକ୍ତ ଯୁବ ସମାଜ ଗଠନ ପାଇଁ ସଚେତନତା
ଗଜପତି ଜିଲ୍ଲାର ରାୟଗଡ଼ାସ୍ଥିତ ଏସ୍.ଏସ୍.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ 'ବିକଶିତ ଭାରତ ଗଠନରେ ନିଶାମୁକ୍ତ ଯୁବ ସମାଜର ଭୂମିକା' ଉପରେ ବ୍ଲକସ୍ତରୀୟ ଯୁବ ସଂସଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଛାତ୍ରଛାତ୍ରୀମାନେ ନିଶାମୁକ୍ତ ଭାରତ ଗଠନ ପାଇଁ ଶପଥ ନେଇଛନ୍ତି।