ନାକଟିଦେଉଳ: ଡ଼ଇଁଚା ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ
ଡ଼ଇଁଚା ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବିଜ୍ଞାନ ମେଳା ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଡ଼ଇଁଚା ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଶୁକ୍ରବାର ସକାଳେ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇ ଯାଇଛି l ବିଦ୍ୟାଳୟ ର ଅଧ୍ୟକ୍ଷ କ୍ଷୀରୋଦ କୁମାର ପଣ୍ଡା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବିଜ୍ଞାନ ମେଳାରେ ମୁଖ୍ୟ ଅତିଥି ଭାବରେ ନାକଟିଦେଉଳ ଅତିରିକ୍ତ ତହସିଲଦାର ତଥା ଡେପୁଟି ମାଜିଷ୍ଟ୍ରେଟ ବିଶ୍ୱକସେନ ପୁରୋହିତ, ସମ୍ମାନିତ ଅତିଥି ଡ଼ଇଁଚା ଗ୍ରାମ ପଂଚାୟତ ର ସରପଞ୍ଚ ସୌଦାମିନୀ ପ୍ରଧାନ, ସମିତିସଭ୍ୟ ପ୍ରବୀଣ କୁମାର ପ୍ରଧାନ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଅଶ୍ୱିନୀ କୁମାର