ଅନୁଗୋଳ: ଖେମଳା ଉଚ୍ଚ ବିଦ୍ୟାଳୟ ପରିସରରେ ହେଉଥିବା ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଯୋଗ ଦେଲେ ପାଳଲହଡା ବିଧାୟକ ଅଶୋକ ମହାନ୍ତି
Anugul, Angul | Oct 22, 2025 ଅନୁଗୋଳ ଜିଲ୍ଲା ପାଲଲହଡା ବ୍ଲକ ଅନ୍ତର୍ଗତ ଖେମଳା ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପାଲଲହଡା ବିଧାୟକ ଅଶୋକ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ବିଧାୟକ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଖେଳାଳୀ ମାନଙ୍କୁ ଓ ବିଭିନ୍ନ କାର୍ଯ୍ୟରେ ଭାଗ ନେଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।