ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ ପାଇଁ ବଢ଼ିଲା ସହାୟତାର ହାତ
ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ନିର୍ମାଣାଧୀନ ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ବରିଷ୍ଠ ସାମ୍ବାଦିକ ଗରୁଡ଼ଧ୍ୱଜ ଚୌଧୁରୀ ଓ ତାଙ୍କ ପତ୍ନୀ ସନ୍ଧ୍ୟାରାଣୀ ଚୌଧୁରୀ ପଚିଶ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ମନ୍ଦିର କମିଟି ପକ୍ଷରୁ ସେମାନଙ୍କୁ ସାଧୁବାଦ ଜଣାଯାଇଛି।