ଗୁରୁବାର ଦିନ ପ୍ରାୟ ୧୨ଟାରେ ମୟୂରଭଞ୍ଜ ଜିଲ୍ଳା ଉଦଳା ଥାନା ପକ୍ଷରୁ ଉଦଳା କଲେଜ ଠାରେ ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମଟି ଉଦଳା ଥାନା ଅଧିକାରୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଅତିଥି ଭାବେ ଉଦଳାର ପୂର୍ବତନ ବିଧାୟକ ଶ୍ରୀନାଥ ସୋରେନ, ଉଦଳା NAC ଅଧ୍ୟକ୍ଷା ପ୍ରମିଳା ପଣ୍ଡା ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ରହିଥିଲେ।