ବଡସାହି ଥାନା ପରିସରରେ ରବିବାର ରାତି ୮ଟାରେ ସାଇବର ସୁରକ୍ଷା କାର୍ଯ୍ୟକ୍ରମରେ ଯୋଗଦେଲେ ମାନ୍ୟବର ଲୋକପ୍ରିୟ ବିଧାୟକ ସନାତନ ବିଜୁଳି l ବଡସାହି ଥାନା ଆଇଆଇସି ସ୍ବର୍ଣ୍ଣଲତା ମିଞ୍ଜଙ୍କ ସଂଯୋଜନା ଏବଂ ପରିଚାଳନାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀଯୁକ୍ତବିଜୁଳିଙ୍କ ସମେତ ମୟୁରଭଞ୍ଜ ଜିଲ୍ଲା ଅତିରିକ୍ତ ଏସପି, ବେତନଟୀ ଏସଡିପିଓ ମିନତୀ ବିଶ୍ୱାଳ, ଥାନା ସବ ଇନ୍ସପେକ୍ଟର ନିରଞ୍ଜନ ସେଠୀ ମଞ୍ଚାସିନ ଥିଲେ l