ଦିଗପହଣ୍ଡି: ଦିଗପହଣ୍ଡିରେ ଅନୁଷ୍ଠିତ ହେଲା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି'
ଦିଗପହଣ୍ଡି ବ୍ଲକର ବି.ତୁରୁବୁଡ଼ି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଛି ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି'। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଦିଗପହଣ୍ଡି ବିଧାୟକ। ଛାତ୍ରଛାତ୍ରୀଙ୍କ ସୃଜନଶୀଳତାର ବିକାଶ ପାଇଁ ଏହା ଏକ ମାଧ୍ୟମ।