ଜିଲ୍ଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ସମଗ୍ର ଶିକ୍ଷା କେନ୍ଦୁଝର ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୫ ପାଳନ ହୋଇଯାଇଛି । ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ପାଇଁ ମର୍ଯ୍ୟାଦା, ଅନ୍ତର୍ଭୁକ୍ତି ଏବଂ ସମାନ ସୁଯୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମଟି ସକାଳୁ ୱାକାଥନ୍ ସହିତ ଆରମ୍ଭ ହୋଇ ଜିଲ୍ଲା ଅଡିଟୋରିୟମ୍ରେ ଏକ ବୈଠକ, ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପୁରସ୍କାର ବିତରଣରେ ଶେଷ ହୋଇଥିଲ