ବୌଦ୍ଧ ସଦର: ବୌଦ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଅନ୍ତୋଦୟ ଗୃହ ଯୋଜନାର ପ୍ରଥମ କିସ୍ତି ଅର୍ଥରାଶି ପ୍ରଦାନ କାର୍ଯ୍ୟକ୍ରମ ଯୋଗ ଦେଲେ ବିଧାୟକ
ବୌଦ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଅନ୍ତୋଦୟ ଗୃହ ଯୋଜନାର ପ୍ରଥମ କିସ୍ତି ଅର୍ଥରାଶି ପ୍ରଦାନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି କଣ୍ଟାମାଳ ବିଧାୟକ ଶ୍ରୀଯୁକ୍ତ କହ୍ନାଇ ଚରଣ ଡ଼ାଙ୍ଗ ଯୋଗ ଦେଇଥିଲେ ଓ ଅନ୍ତିଦୟ ଗୃହ ଯୋଜନାର ପ୍ରଥମ କିସ୍ତି ଅର୍ଥରାଶି ପ୍ରଦାନ କରିଥିଲେ