ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭା ସମାଜ ର ରାଜ୍ୟ ସ୍ତରୀୟ ନୂଆଁଖାଇ ଭେଟ ଘାଟ ବିନିକା ବ୍ଲକ ମହଦା ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭା ସମାଜ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ନୂଆଁଖାଇ ଭେଟ ଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସୋନପୁର ଜିଲ୍ଲା ସଭାପତି ବିରାଜ ଭୋଇ ଙ୍କ ସଭାପତିତ୍ତ୍ଵ ଅନୁଷ୍ଠିତ ସଭା ରେ ମୁଖ୍ୟ ଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତି ରାଜ, ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ମୁଖ୍ୟ ବକ୍ତା ଭାବେ ଆଠମଲ୍ଲିକ ର ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ସାଏ ସମ୍ମାନିତ ଅତିଥି ଭାବେ ଗୋଣ୍ଡି ଗ