ଚଳିତ ମାସ ଅକ୍ଟୋବର ୨୭ ରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ସୋମବାର ଦିନ ପ୍ରାୟ ୨ଟାରେ ବାରିପଦା ସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଇଂରାଜୀ ଓ ଓଡ଼ିଆରେ " ଦୁର୍ନୀତି ନିବାରଣ : ଆମ ସାମୂହିକ ଦାୟିତ୍ୱ " ବିଷୟବସ୍ତୁ ଉପରେ ଆଧାରିତ ବକ୍ତୃତା ଏବଂ କାର୍ଟୁନ କମ କ୍ୟାପସନରେ " ଆଣ୍ଟି କରପ୍ସନ " ବିଷୟ ବସ୍ତୁ ଉପରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।