Public App Logo
Jansamasya
News
���ुलिस
Bjp
National
Bihar
India
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
Agra
Breaking
No video available

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: କ୍ୟାପିଟାଲ ହସ୍ପିଟାଲରେ ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ଶେଷ ଦର୍ଶନ କରି ପ୍ରତିକ୍ରିୟା ରଖିଲେ ଏକାମ୍ର ବିଧାୟକ ବାବୁ ସିଂ

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ ।ବିଜୟ ମହାନ୍ତିଙ୍କ ଶେଷ ଦର୍ଶନ କରିବାକୁ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚିଛନ୍ତି ବିଜେଡି ଏବଂ ବିଜେପି ବିଧାୟକ । ଅନେକଙ୍କ ପାଖରେ ସେ ବାଦଲ ମହାନ୍ତି ଭାବେ ମଧ୍ୟ ପରିଚିତ ଥିଲେ ।ବିଜୟ କୁମାର ମହାନ୍ତି ବିଧାନ ସଭାରେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ସେଣ୍ଟ୍ରାଲ (ମଧ୍ୟ) ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓ ୧୫ଶ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

MORE NEWS