ଜମନକିରା: ଜମନକିରା ସାପ୍ତାହିକ ବଜାର ପ୍ରାଙ୍ଗଣରେ ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ଙ୍କ ସାଧାରଣ ବୈଠକ ଅନୁଷ୍ଠିତ
ଜମନକିରା ସାପ୍ତାହିକ ବଜାର ପ୍ରାଙ୍ଗଣରେ ରବିବାର ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ଙ୍କ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟିର ସଭାପତି ଗୋକୁଲା ନନ୍ଦ ଦାନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥ୍ ଭାବେ ଜମନକିରା ଥାନା ଅଧୂକାରୀ ପଦ୍ମାଳୟା ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥ୍ ଭାବେ ଏସଆଉ ମନୋରଞ୍ଜନ ଦାଶ ଯୋଗ ଦେଇ ବରିଷ୍ଠ ନାଗରିକ ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ।