Public App Logo
Jansamasya
हादसा
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Accident
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Mp
उत्तरप्रदेश
Pmmodi
Rahulgandhi
यूपी
Uttarpradesh
Haryana
Cricket

ରାଇରଙ୍ଗପୁର ସହର: ରାଇରଙ୍ଗପୁର ଠାରେ ଭାରତୀୟ ଜନତା ଯୁବମୋର୍ଚ୍ଚା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ; ମୟୂରଭଞ୍ଜ ସାଂସଦଙ୍କ ଯୋଗଦାନ

ଶୁକ୍ରବାର ସକାଳ ପ୍ରାୟ ୮ଟାରେ ଭାରତର ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଅବସରରେ ମୟୂରଭଞ୍ଜ ଜିଲ୍ଳା ରାଇରଙ୍ଗପୁର ଠାରେ ଭାରତୀୟ ଜନତା ଯୁବମୋର୍ଚ୍ଚା ପକ୍ଷରୁ ‘ରାଷ୍ଟ୍ରୀୟ ଏକତା ଦିବସ’ ପାଳନ କରାଯାଇଛି। ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୟୂରଭଞ୍ଜ ସାଂସଦ ନବ ଚରଣ ମାଝି ଯୋଗ ଦେଇଥିଲେ।

MORE NEWS