ରାୟଗଡା: ଜେଲ୍ ଗଲେ ପୂର୍ବତନ ସାଂସଦ ଏନ୍ ଭାସ୍କର ରାଓ, ରାୟଗଡା କୋର୍ଟରେ ଆତ୍ମସମର୍ପଣ
୨୦୧୦ ହତ୍ୟା ମାମଲାରେ ଜେଲ୍ ଗଲେ ପୂର୍ବତନ ସାଂସଦ ଏନ୍ ଭାସ୍କର ରାଓ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ରାୟଗଡା ଏସ୍ ଡି ଜେ ଏମ୍ କୋର୍ଟରେ ଆତ୍ମସମର୍ପଣ କରିବା ପରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ୍ ପଠାଯାଇଛି।