ନବରଙ୍ଗପୁର ଜିଲ୍ଲାର ଉମରକୋଟ ଠାରେ ଜନଜାତି ଗୌରବ ଦିବସ ପାଳନ କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ବିଶେଷ ନିମନ୍ତ୍ରିତ ଅତିଥି ରୂପେ ଦିଗପହଣ୍ଡି ବିଧାୟକ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର ଯୋଗ ଦେଇଥିଲେ। ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ବିଧାୟକ ସିଦ୍ଧାନ୍ତ ମହାପାତ୍ର