ବାରିପଦା ମ୍ୟୁନିସିପାଲଟି: ବଜ୍ରପାତ ସହ ବୃଷ୍ଟିପାତ ନେଇ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
କାଳବୈଶାଖୀ ପ୍ରଭାବରେ ମୟୁରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି। ଏନେଇ ମଙ୍ଗଳବାର ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାରନିଙ୍ଗ ଜାରି କରାଯାଇଛି।