Public App Logo
🏥 କୋରାପୁଟ ମେଡିକାଲ କଲେଜରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସମୀକ୍ଷା କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମୀକ୍ଷା ବୈଠକ। ମେଡିକାଲ କଲେଜ ଓ ହସ୍ପିଟାଲରେ ରୋଗୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା, ଆବଶ୍ୟକୀୟ ଭିତ୍ତିଭୂମି ଓ ଅନ୍ୟାନ୍ୟ ସୁବିଧା ଯୋଗାଇବା ନେଇ ବୈଠକରେ ବିଭିନ୍ନ ଦିଗ ଉପରେ ଆଲୋଚନା ଓ ସମୀକ୍ଷା କରାଯାଇଛି। କୋରାପୁଟର ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ କରିବା ଦିଗରେ ଏହି ସମୀକ୍ଷା ବୈଠକ ଗୁରୁତ୍ୱ ବହନ କରୁଛି। #Koraput #SLNMedicalCollege #HealthMinister #MukeshMahalLing #HealthReview #KoraputNews #Odisha - Koraput Town News