ବାଲେଶ୍ବର ସଦର: ବାଲେଶ୍ୱରରେ ଥିବା ହିରୋ ଶୋ ରୁମରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ବାଲେଶ୍ୱର ସହରର ଏକ ହିରୋ ଶୋ ରୁମରେ ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଥିବା ସୂଚନା ମିଳିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ପ୍ରୟାସ କରୁଛନ୍ତି।