ଡାବୁଗାଁ: ଡ଼ାବୁଗାଁ ଠାରେ ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ
Dabugan, Nabarangpur | Aug 25, 2025
ଡ଼ାବୁଗାଁ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ...