ଟିଟିଲାଗଡ: ଟିଟିଲାଗଡ଼ ଉପଖଣ୍ଡ ପ୍ରାଣୀ ଚିକିତ୍ସାଳୟରେ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ
ଟିଟିଲାଗଡ଼ ଉପଖଣ୍ଡ ପ୍ରାଣୀ ଚିକିତ୍ସାଳୟରେ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ଅନ୍ତର୍ଗତ ଚିକିତ୍ସାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସକାଳ 10.30 ଟା ସମୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରାଣୀ ଚିକିତ୍ସା ଅଧିକାରୀ ଡ ଶୁଭେନ୍ଦୁ ରଞ୍ଜନ ସେଠି, ଡ ମଞ୍ଜୁଲତା ବାଗଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି ଗଛ ଲଗାଇବାରେ ସହଯୋଗ କରିଥିଲେ।