ଜଳେଶ୍ୱରର ଖୁଦିଆମାଝୀସାହିଠାରେ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଓ ଜନଜାତି ଗୌରବ ଦିବସ ପାଳିତ। ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି, ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।