ତଲସରା: ବଡ଼ଗାଁ ସ୍ନାତକ ମହାବିଦ୍ୟାଳୟ ପ୍ରାଙ୍ଗଣରେ ବିଶ୍ଵ ଏଡସ ଦିବସ ଉପଲକ୍ଷ ସଚେତନତା ସଭା ଅନୁଷ୍ଠିତ
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ସ୍ଥିତ ସ୍ନାତକ ମହାବିଦ୍ୟାଳୟ ପ୍ରାଙ୍ଗଣରେ ଆଜି ଏଡସ ଦିବସ ଉପଲକ୍ଷ ଏକ ସଚେତନତା ସଭା ଅଧ୍ୟକ୍ଷ ହେମନ୍ତ କୁମାର ପଣ୍ଡା ଙ୍କର ସଭାପତିତ୍ବରେ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ସମସ୍ତ ଅଧ୍ୟାପକ ଅଧ୍ୟାପିକାମାନେ ଅଂଶଗ୍ରହଣ କରି ଛାତ୍ରଛାତ୍ରୀ ମାନଙ୍କୁ ଏଡସ ବିଷୟରେ ସଚେତନତା ସୃଷ୍ଟି କରାଯାଇଥିଲା।