Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Gujarat
भाजपा
Congress
Modi
Delhi
Viral
Bollywood
दिल्ली
Patna
Breakingnews
Narendramodi
Madhya_pradesh
Nsui
Madhyapradesh
Pmmodi
Rahulgandhi
यूपी
Bhopal
सपा
Uttarpradesh
Haryana

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । ମାତ୍ର ୫୩ ବର୍ଷ ବୟସରେ ସେ ଆଖି ବୁଜିଛନ୍ତି। ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ସୁଶାନ୍ତ ସିଂ। ଭଟଲିରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୯, ୨୦୧୪ ଓ ୨୦୧୪ରେ ବିଜେଡିରୁ ବିଧାୟକ ଥିଲେ। ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଥିଲେ। #gtvnewsodisha #berhampur #ganjam #odisha #silkcity

Ganjam, Ganjam | Jul 27, 2026

MORE NEWS