Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ଭଦ୍ରକ ଗ୍ରାମାଞ୍ଚଳ: ଜଳଧର ପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟ କ୍ରମ ଅନୁଷ୍ଠିତ

Bhadrak Rural, Bhadrak | Sep 17, 2025
ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଜଳଧର ପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମା ପାଇଁ ଗଛଟିଏ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଥିବା ସୂଚନା ମିଳିଛି। ପୃଥିବୀ ପୃଷ୍ଠ କୁ ସବୁଜ ଓ ସୁରକ୍ଷିତ ରଖିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଙ୍କ ଆହ୍ବାନ କ୍ରମେ ଏକ ପେଡ ମା କେ ନାମ ୨.୦ ରେ ଚାନ୍ଦବାଲି ଅଞ୍ଚଳ ର ସମସ୍ତ ସ୍କୁଲ ଓ ସରକାରୀ କାର୍ଯ୍ୟାଳୟ ଗୁଡିକରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ସୂଚନା ମିଳିଛି। ଆଜି ଦିନ ୧୦.୩୦ ମିନିଟ ସମୟରେ ଅନୁଷ୍ଠିତ ହୋଇଥିବା ଦେଖିବାକୁ ମିଳିଛି।ୀ

MORE NEWS