ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅକ୍ଟୋବର ୨୭ ତାରିଖ ଠାରୁ ୨ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ପାଳନ କରାଯାଉଛି ।ଚଳିତ ବର୍ଷର ବାର୍ତ୍ତା ହେଉଛି “ ଦୁର୍ନୀତି ନିବାରଣ: ଆମ ସାମୁହିକ ଦାୟିତ୍ବ”। ଏହି ଉପଲକ୍ଷେ ମଂଗଳବାର ପୂର୍ବାହ୍ନରେ ରାଉରକେଲା ର ବିଭିନ୍ନ ଥାନା ଅଞ୍ଚଳରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ସହ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ଥାନାରେ ପୋଲିସ କର୍ମଚାରୀ ମାନେ ଏକ ସାଧୁତା ଶପଥ ପାଠ କରିଥିଲେ।