ଯାଜପୁର ଧର୍ମଶାଳା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମ ପଞ୍ଚାୟତ ବିଜୁ ଜନତା ଦଳର ପ୍ରମୁଖ କର୍ମୀମାନଙ୍କୁ ନେଇ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ନେତୃତ୍ବରେ ସ୍ଥାନୀୟ କୁକୁଡାଖଳେଇ ଶିବ ମନ୍ଦିର ପ୍ରାଙ୍ଗଣରେ ବିଜୁ ଜନତା ଦଳ ପକ୍ଷରୁ ଏକ ଯୋଜନା ବୈଠକ ଅନୁଷ୍ଠିତ ହୋଇଯାଇଥିବା ସୋମବାର ଅପରାହ୍ନ 3 ଘଟିକା ସମୟରେ ଦେଖିବାକୁ ମିଳିଛି ।