Public App Logo
Jansamasya
हादसा
News
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Crime
Jharkhand
Up
Bollywood
दिल्ली
Breakingnews
Nitishkumar
Madhya_pradesh
Mp
Nsui
Madhyapradesh
Pmmodi
Rahulgandhi
Actor
Haryana
Uttarpradesh
Cbse
No video available

କେନ୍ଦ୍ରାପଡା: ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ଉତ୍କଳ ଦିବସ ପାଳିତ, ଯୋଗଦେଲେ ବିଧାୟକ ଧ୍ରୁବ ସାହୁ

ପବିତ୍ର ଉତ୍କଳ ଦିବସ ଅବସରରେ ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟ ପରିସରରେ ପଟ୍ଟାମୁଣ୍ଡାଇ ବିକାଶ ପରିଷଦର କର୍ମକର୍ତ୍ତା ଓ ସ୍ଥାନୀୟ ନେତୃବୃନ୍ଦ ମାନଙ୍କ ସହିତ ଦିନ 10 ଟା ବେଳେ ଜାତିର ପିତା ମହାତ୍ମାଗାନ୍ଧୀ ଏବଂ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ବିଧାୟକ l ସେହିପରି ଉତ୍କଳ ଦିବସ ଅବସରରେ ପଟ୍ଟାମୁଣ୍ଡାଇ ବ୍ଲକ୍ ପରିସରରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ବିଧାୟକ l ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ଭାରତୀୟ ଷ୍ଟେଟବ୍ୟାଙ୍କ ଛକ ନିକଟରେ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ l

MORE NEWS

କେନ୍ଦ୍ରାପଡା: ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ଉତ୍କଳ ଦିବସ ପାଳିତ, ଯୋଗଦେଲେ ବିଧାୟକ ଧ୍ରୁବ ସାହୁ - Kendrapara News