ନୂଆଗାଁ: ଚିକିଟି ଏନଏସିରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ବିଧାୟକ
Nuagaon, Ganjam | Sep 23, 2024 ଚିକିଟି ଏନଏସି ପକ୍ଷରୁ ସ୍ୱଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି l କାର୍ଯ୍ୟକ୍ରମରେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା ଏଥିରେ ଯୋଗଦେଇ ଓଡିଶା ସରକାରଙ୍କ ଜନ ହିତକର ଯୋଜନା ସମ୍ପର୍କରେ ମତବ୍ୟକ୍ତ କରିଥିଲେ l