ଭଦ୍ରକ ଗ୍ରାମାଞ୍ଚଳ: ବାସୁଦେବପୁର ଅଟଳ ବିହାରୀ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ଅଧ୍ୟାପକଙ୍କ ନାମରେ ଅଭିଯୋଗ ନେଇ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହେଲେ ଛାତ୍ର
ବାସୁଦେବପୁର ଅଟଳ ବିହାରୀ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ଅଧ୍ୟାପକ ଚନ୍ଦନ ସେଠୀଙ୍କ ନାମରେ ଅଭିଯୋଗ ନେଇ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହେଲେ ଛାତ୍ର। ଉଦ୍ଦେଶ୍ୟ ମୂଳକ ଭାବେ ତାଙ୍କ ମାର୍କ କଟା ଯାଇଛି ବୋଲି ସଙ୍ଗୀନ ଅଭିଯୋଗ ହୋଇଛି। ତେବେ ଜିଲ୍ଲାପାଳ ଉଚିତ୍ ପଦକ୍ଷେପ ଗ୍ରହଣ କରିବାକୁ ଛାତ୍ର ମାନେ ଦାବୀ କରିଛନ୍ତି।