ଗୋବିନ୍ଦପୁର: ବାମରା ବ୍ଲକ ସମ୍ମିଳନୀ କକ୍ଷରେ ଶିଶୁ ସୁଲଭ ପଞ୍ଚାୟତ ଗଠନ ଓ ଶିଶୁ ସୁରକ୍ଷା ସଚେତନତା ଶିବିର ଅନୁଷ୍ଠିତ
Govindpur, Sambalpur | Aug 22, 2025
ବାମରା ବ୍ଲକ ଅଫିସ ସମ୍ମିଳନୀ କକ୍ଷରେ ବ୍ଲକ ପ୍ରଶାସନ ପକ୍ଷରୁ ଶିଶୁ ସୁରକ୍ଷା ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ବାମରା ଶିଶୁ ବିକାଶ...