ଆଜି ତାରିଖ 5/10/2024 ସମୟ ଦଶଟା ବେଳେ କୋଟଗଡ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଗୋଷ୍ଠୀ ଶିକ୍ଷା ଅଧିକାରୀ ପବିତ୍ର ଗଡତିଆଙ୍କ ଅଧକ୍ଷତା ରେ ଅନୁଷ୍ଠିତ ହୋଇଛି। ବିଗତ ଦିନରେ କ୍ଲଷ୍ଟର ସ୍ତରୀୟ ପ୍ରତିଯୋଗିତା ରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତି ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ। କାର୍ଯ୍ୟକ୍ରମ କୁ କୋଟଗଡ ତହସିଲଦାର ଉପେନ୍ଦ୍ର ଲୁହାର ଉଦଘାଟନ କରିଥିବା ବେଳେ ଉଦଯାପନୀ ଉତ୍ସବରେ କୋଟଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଭକାନ୍ତ ନାୟକ ମୁଖ୍ୟ ଅତିଥି ଭା