ଭୁବନେଶ୍ୱର: ଏକାମ୍ର ନିର୍ବାଚନ ମଣ୍ଡଳୀର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ନେତା
Bhubaneswar, Khordha | Oct 19, 2026
ଏକାମ୍ର ନିର୍ବାଚନ ମଣ୍ଡଳୀର ବିଭିନ୍ନ ପୂଜା ମଣ୍ଡପ ବୁଲି ମା’ ଦୁର୍ଗାଙ୍କ ଦର୍ଶନ କରିଛନ୍ତି ନେତା । ମା’ଙ୍କ ଆଶୀର୍ବାଦ ଗ୍ରହଣ କରିବା ସହ ଓଡ଼ିଶାର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ପ୍ରାର୍ଥନା କରିଛନ୍ତି ।