ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଲଘୁଚାପ ସମ୍ପର୍କରେ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଡ଼ଃ ରାଜଶ୍ରୀ
Bhubaneswar M Corp, Khordha | Aug 19, 2025
ଗତକାଲିର ଲଘୁଚାପ ବଳୟ ଆଜି ଅଧିକ ଘନୀଭୂତ ହୋଇ ପଶ୍ଚିମ ମଧ୍ୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ...