କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଇନ୍ଦୁପୁର ନଦୀରୁ ଅଜଣା ବ୍ୟକ୍ତିଙ୍କ ଶବ ଉଦ୍ଧାର
କେନ୍ଦ୍ରାପଡ଼ା ଜିଲ୍ଲା ଇନ୍ଦୁପୁର ଗାଁ ନିକଟ ନଦୀରେ ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକଙ୍କ ସୂଚନା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।