ଢେଙ୍କାନାଳ ସଦର: ଗଡ଼ଜାତଗାନ୍ଧୀ ସାରଙ୍ଗଧର ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବରେ ମୂଖ୍ୟ ଅତିଥି ଭାବେ ଯୋଗ ଦେଲେ ଢେଙ୍କାନାଳର ପୁଅ ପଦ୍ମଶ୍ରୀ ଅଦ୍ଵୈତ ଗଡ଼ନାୟକ
ଗଡଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ଭୂବନେଶ୍ୱର ଠାରେ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବରେ ମୂଖ୍ୟ ଅତିଥି ଭାବେ ଯୋଗଦେଲେ ଢେଙ୍କାନାଳର ପୁଅ ପଦ୍ମଶ୍ରୀ ଅଦ୍ଵୈତ ଗଡ଼ନାୟକ ।ଢେଙ୍କାନାଳର ପୁଅ ପଦ୍ମଶ୍ରୀ ଅଦ୍ଵୈତ ଗଡ଼ନାୟକ ଆଜି ତା ୧୭।୧୦ ରିଖ ସନ୍ଧ୍ୟା ୬ ଘଣ୍ଟା ସମୟରେ ଭୂବନେଶ୍ୱର ଠାରେ ସରକାରୀ ସ୍ତରରେ ପାଳିତ ହୋଇଥିବା ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ଜୟନ୍ତୀ ଉତ୍ସବ ରେ ମୂଖ୍ୟ ଅତିଥି ଭାବେ ଯୋଗଦେଲେ। ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୁଲ୍ୟ ରେ ରାଜ୍ୟ ସ୍ତରୀୟ "ଗଡଜାତ ଗାନ୍ଧୀ ସାରଙ୍ଗଧର ଦାସ ଜୟନ୍ତୀ ଉତ୍ସବ" ଅନୁଷ୍ଠିତ ହେଲା ।