Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ଦିଗପହଣ୍ଡି: ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଫାଶିଗୁଡା ଗ୍ରାମ ପଂଚାୟତର ସଭାଗୃହ ଠାରେ ଅଭିଯୋଗ ସୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Digapahandi, Ganjam | Jan 12, 2026
ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଫାଶିଗୁଡା ଗ୍ରାମ ପଂଚାୟତର ସଭାଗୃହ ଠାରେ ଅଭିଯୋଗ ସୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ସୁଣାଣି କାର୍ଯ୍ୟକ୍ରମ ଅ।ଜି ଦିନ 10 ଘଣ୍ଟ ସମୟରେ ହୋଇଥିବାର ଖବର ମିଳିଥିବା ବେଳେ ଦିଗପହଣ୍ଡି ବ୍ଲକର ବିଡିଓଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗ ଦେଇ ସାଧାରଣ ଜନତାଙ୍କ ଅଭିଯୋଗକୁ ଗ୍ରହଣ କରିବା ସହ ତାହର ସମାଧାନ ପାଇଁ ପ୍ରତିଶୃତି ଦେଇଥିଲେ ।