ଆଜି ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେମିଳିଗୁଡ଼ା ବ୍ଲକ ପରଜାମୁଠାଇ ଗ୍ରାମପଞ୍ଚାୟତ ଅନ୍ତର୍ଗତ ସାଙ୍ଗମଗୁଡ଼ ଗ୍ରାମରେ ନୂତନ ଗୀର୍ଜାଗୃହ ସହ ମଣ୍ଡଳୀ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ପଟାଙ୍ଗୀ ବିଧାୟକ ତଥା କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ଯୋଗ ଦେଇଥିବା ଦିନ ୧ଟେ ସମୟରେ ଦେଖିବାକୁ ମିଳିଛି।