ବଲାଙ୍ଗୀର: ଓଡ଼ିଆପାଲିରେ ନୂଆ ଆଦର୍ଶ ବିଦ୍ୟାଳୟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକର ଓଡ଼ିଆପାଲିଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଶିଳାନ୍ୟାସ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି। ଏହାସହ ବ୍ଲକର ଅନ୍ୟ ତିନୋଟି ସ୍ଥାନରେ ମଧ୍ୟ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।