ମୟୂରଭଞ୍ଜ ଜିଲ୍ଲାର ଝାରପୋଖରିଆ ପୋଲିସ ନିଖୋଜ ଥିବା ଜଣେ ନାବାଳକ ଓ ନାବାଳିକାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଆଇନଗତ ପ୍ରକ୍ରିୟା ଶେଷ ହେବା ପରେ ଉଭୟଙ୍କୁ ପରିବାରକୁ ହସ୍ତାନ୍ତର କରାଯାଇଛି।