ନୂଆଗାଁ: ଚିକିଟି ବ୍ଲକରେ ସ୍ୱଚ୍ଛତା ହିଁ ସେବା ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ବିଧାୟକ
ଚିକିଟୀ ବ୍ଳକ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ସ୍ୱଛତା ହିଁ ସେବା ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଏଥିରେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l