ବୌଦ୍ଧ ସଦର: ଜିଲ୍ଲାକୁ ବିଜୁଳି, ଘଡଘଡି ସହ ବର୍ଷା ହେବା ନେଇ ଆସନ୍ତାକାଲି ସକାଳ ୮.୩୦ ରୁ ୨୦ ତାରିଖ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି
Baudh Sadar, Boudh (Bauda) | Aug 18, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୌଦ୍ଧ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।...