ଶନିବାର ବୌଦ୍ଧ ଜୋଗୀନ୍ଦ୍ର୍ ଦେବ ଉଚ୍ଚ ବିଦ୍ୟାଳୟ ଠାରେ ଗତ 5 ଦିନ ଧରି ଆୟୋଜିତ ହୋଇଥିବା ଜିଲ୍ଲାର ମାଧ୍ୟମିକ ବିଦ୍ୟାଳୟ ଗୁଡିକର ପ୍ରଧାନ ଶିକ୍ଷକ ମାନଙ୍କ ପ୍ରଶିକ୍ଷଣ ଶିବିର ସମ୍ଭବ ଉଦଯାପିତ ହୋଇ ଯାଇଛି l ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବରେ ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ ଯୋଗ ଦେଇଥିଲେ |