Public App Logo
Jansamasya
Cwg
News
Maharashtra
Bjp
National
Police
Bihar
India
Coronavirus
कांग्रेस
मौत
Congress
Modi
Delhi
Viral
Rajasthan
मध्यप्रदेश
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
Uttarpradesh
Haryana
Uttarakhand
Crimenews

ବାଲିିଅନ୍ତା: ଧଉଳି ଛକରେ ବାଇକ ଦୁର୍ଘଟଣା, ଜଣେ ଆହତ

Balianta, Khordha | Sep 23, 2025
ମଙ୍ଗଳବାର ଅପରାହ୍ନ ପ୍ରାୟ ଚାରିଟା ସମୟରେ ରାଜଧାନୀ ଉପକଣ୍ଠ ବାଳକାଟି ନିକଟ ଧଉଳି ଛକରେ କାର ବାଇକ ମଧ୍ୟରେ ଦୁର୍ଘଟଣା ହୋଇଛି, ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି । କାରଟି ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ସାମ୍ନା ପଟରୁ ଆସୁଥିବା ଏକ ବାଇକ କୁ ଧକ୍କା ଦେଇଥିଲା ଫଳରେ ବାଇକ ଚାଳକ ଆହତ ଅବସ୍ଥାରେ ସ୍ଥାନୀୟ ଲୋକ ଉଦ୍ଧାର କରିଛନ୍ତି।