ମାଲକାନଗିରି କ୍ରୀଡ଼ା ହଷ୍ଟେଲରେ ନୂତନ କ୍ରୀଡ଼ାବିତଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା: ଯୋଗଦେଲେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ I ନୂତନ ଭାବେ ଯୋଗ ଦେଇଥିବା କ୍ରୀଡ଼ା ଛାତ୍ରମାନଙ୍କ ପାଇଁ ଏକ ଭବ୍ୟ ସ୍ୱାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲ୍ଲାପାଳ ଶ୍ରୀ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୋଦ ପାଟିଲ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହି ନୂତନ ଛାତ୍ରମାନଙ୍କୁ ଉତ୍ସାହିତ କରିଥିଲେ।
Malkangiri, Malkangiri | Aug 17, 2026